ଓଡିଶା

ଶ୍ରୀମନ୍ଦିରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

(ପୁରୀ) : ଶ୍ରୀମନ୍ଦିରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଆଜି ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିଛି । ଶ୍ରୀଜୀଉଙ୍କ ଦର୍ଶନ କରିବା ପରେ ପୁରୀରେ ରୋଡ ଶୋ’ କରିବେ ମୋଦୀ । ପ୍ରଧାନମନ୍ତ୍ରୀଙ୍କ ରୋଡ ଶୋ’ପାଇଁ ସାରା ସହରର ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ପାଇଁ ଲୋକଙ୍କ ଭିଡ଼ ପରିଲକ୍ଷିତ ହେଉଛି  ।

Related posts

ଯୁବ ଓ ଛାତ୍ର ବିଜେଡି ପକ୍ଷରୁ ରକ୍ତଦାନ ଶିବିର

mahabharatanews

ସ୍ୱାମପାଟଣା ମହାବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ଆତ୍ମରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ

mahabharatanews

ଗୋଟିଏ ଦିନରେ କପ୍ତିପଦା ଫେରିଲେ ୫୫ ପ୍ରବାସୀ

mahabharatanews