ଓଡିଶା

୩ଟା ସୁଦ୍ଧା ୪୮.୯୫ ପ୍ରତିଶତ ମତଦାନ 

(ଭୁବନେଶ୍ୱର) :  ରାଜ୍ୟରେ ଦିବା ୩ଟା ସୁଦ୍ଧା ୪୮.୯୫ ପ୍ରତିଶତ ମତଦାନ ହୋଇଛି । ବରଗଡରେ ସର୍ବାଧିକ ୫୩.୮୮ ପ୍ରତିଶତ ମତଦାନ ହୋଇଥିବା ବେଳେ ଆସ୍କାରେ ୪୬.୨୩ ପ୍ରତିଶତ ସହ ସବୁଠୁ କମ ଭୋଟିଂ ହୋଇଛି ।

ସୂଚନାନୁଯାୟୀ , ସେହିପରି ଯଦି ଆମେ ଦେଖିବା ସୁନ୍ଦରଗଡରେ ୪୮.୯୬ ପ୍ରତିଶତ, କନ୍ଧମାଳ ୪୮.୯୩ ପ୍ରତିଶତ, ବଲାଙ୍ଗୀରରେ ୪୬.୯୬ ପ୍ରତିଶତ ମତଦାନ ହୋଇଛି । ତେବେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ଭୋଟିଂ । ମୋଟ୍ ୩୦୫ଜଣ ପ୍ରାର୍ଥୀ ମୈଦାନରେ ଅଛନ୍ତି । ସଂଧ୍ୟା ୬ଟା ଯାଏ ଚାଲିବ ମତଦାନ ।

Related posts

ଆସନ୍ତାକାଲି ଅନୁଷ୍ଠିତ ହେବ ଏଏସଓ ପରୀକ୍ଷା

mahabharatanews

ଅମଲାଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ପ୍ରତ୍ୟାହାର

mahabharatanews

କରୋନାସଂକ୍ରମିତଙ୍କ ସଂସ୍ପର୍ଶରେ ଆସି ଭିମସାରର ୧୫ ଜଣଙ୍କୁ ସଂଗରୋଧରେ ରହିବାକୁ ନିର୍ଦ୍ଦେଶ

mahabharatanews