ଓଡିଶା

ଆଜି ପୁଣି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା

(ଭୁବନେଶ୍ୱର) : ବିଜେପି ଫୋକସରେ ଏବେ ଓଡ଼ିଶା ରହିଛି । ଜଣକ ପରେ ଜଣେ ବିଜେପିର କେନ୍ଦ୍ରୀୟ ନେତା ଓଡ଼ିଶା ଗସ୍ତରେ ଆସି ହାଇଭୋଲଟେଜ୍ ପ୍ରଚାର କରୁଛନ୍ତି । ଆଜି ପୁଣି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ।

ସୂଚନାନୁଯାୟୀ , ସମ୍ବଲପୁର ଓ ନୟାଗଡ଼ରେ ତାଙ୍କର କାର୍ଯ୍ୟକ୍ରମ ରହିଛି । ସେଠାରେ ଶାହା ଜନସଭାରୁ ସମ୍ବୋଧନ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିବେ । ପ୍ରଧାନମମନ୍ତ୍ରୀ ମୋଦୀ, ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ନିଜ ପ୍ରଚାର ବେଳେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିସାରିଛନ୍ତି । ସେହିପରି ବିଜେପି ହିମନ୍ତ ବିଶ୍ୱଶର୍ମାଙ୍କ ପରି ଦଳୀୟ ଷ୍ଟାର ପ୍ରଚାରକଙ୍କୁ ମଧ୍ୟ ଓଡ଼ିଶାକୁ ଆଣି ପ୍ରଚାର କରାଇଛି ।

Related posts

ବିଧାୟକଙ୍କୁ ଗୁରୁମନ୍ତ୍ର ଦେବା ପାଇଁ ଆସୁଛନ୍ତି ୨ କେନ୍ଦ୍ରମନ୍ତ୍ରୀ

mahabharatanews

କରୋନା: ସୁଆର ମହାସୁଆରଙ୍କ ନିମନ୍ତେ ସଚେତନା କାର୍ଯ୍ୟକ୍ରମ

mahabharatanews

mahabharatanews