ଓଡିଶା

୨୫ ସକାଳ ସୁଦ୍ଧା ବାତ୍ୟା ସମ୍ଭାବନା

(ଭୁବନେଶ୍ୱର) : ବଙ୍ଗୋପସାଗରେ ବାତ୍ୟା ସମ୍ଭାବନା । ୨୫ ସକାଳ ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ୨୬ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେଇପାରେ । ବାଂଲାଦେଶ ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ପାଖାପାଖି ପହଞ୍ଚିବ। ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ସୁଦୃଶ ଲଘୁଚାପରେ ପରିଣତ।

ସୂଚନାନୁଯାୟୀ, ଆସନ୍ତାକାଲି  ସକାଳ ସୁଦ୍ଧା ଘନୀଭୂତ ହୋଇ ଅବପାତରେ ପରିଣତ ହେବ । ଏକ୍ସ ଜରିଆରେ ସୂଚନା ଦେଲେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ। ଏହାର ପ୍ରଭାବ ଓଡ଼ିଶା ଉପରେ ରହିବନି ପୂର୍ବରୁ କହିଥିଲେ IMD ଡିଜି । ସେଥିପାଇଁ ମତ୍ସ୍ୟଜୀବୀମାନଙ୍କୁ କାଲିଠୁ ୨୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି । 

Related posts

ନକ୍ସଲଙ୍କ ଚ୍ୟାଲେଞ୍ଜ: ଠିକାଦାରଙ୍କୁ ହତ୍ୟା, ବାହନ ପୋଡି

mahabharatanews

ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ଘୁଞ୍ଚିବା ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ସଂକେତ

mahabharatanews

ଅନାଥ ଶିଶୁକନ୍ୟା ସାଇ ମିନାକ୍ଷୀଙ୍କୁ ମିଳିଲା ନୂଆ ପରିଚୟ

mahabharatanews