ଓଡିଶା

କୁଖ୍ୟାତ ମାଓ ନେତ୍ରୀ ମନିଲାଙ୍କ ସହ ଦୁଇ ମାଓବାଦୀ ମୃତ

(ଛତିଶଗଡ଼) : ଛତିଶଗଡ଼ର ବିଜାପୁରରେ ଜାରି ରହିଛି ମାଓ ଆତଙ୍କ । ମଦ୍ଦେଡ୍ ଥାନା ବଦ୍ଦେପାରା ଜଙ୍ଗଲରେ ଏନକାଉଣ୍ଟର ସମୟରେ କୁଖ୍ୟାତ ମାଓ ନେତ୍ରୀ ମନିଲାଙ୍କ ସହ ଦୁଇ ମାଓବାଦୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଡିଭିଜନାଲ କମିଟି ସଦସ୍ୟା ମନିଲାଙ୍କ ନାଁ ରେ ୮ ଲକ୍ଷ ଟଙ୍କାର ପୁରସ୍କାର ରହିଛି। ମୃତକଙ୍କ ସଂଖ୍ୟା ବଢିପାରେ ବୋଲି ବିଜାପୁର ଏସପି ଜିତେନ୍ଦ୍ର ଯାଦବ ସୂଚନା ଦେଇଛନ୍ତି।
ସୂଚନାନୁଯାୟୀ , ଲଗାତାର ମାଓବାଦୀ ଏବଂ ପୋଲିସ ମଧ୍ୟରେ ଗୁଳିବିନିମୟ ଲାଗିରହୁଛି । ତେବେ ମଦ୍ଦେଡ୍ ଥାନା ବଦ୍ଦେପାରା ଜଙ୍ଗଲରେ ଏନକାଉଣ୍ଟର ସମୟରେ କୁଖ୍ୟାତ ମାଓ ନେତ୍ରୀ ମନିଲାଙ୍କ ସହ ଦୁଇ ମାଓବାଦୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଯାହା ଚର୍ଚାର ବିଷୟ ପାଲଟିଛି ।

Related posts

ରାଜ୍ୟରେ ସ୍କ୍ରବ୍ ଟାଇଫସ୍‌ ଭୟ; ଟେଷ୍ଟିଂ କିଟ ମହଜୁଦ ରଖିବାକୁ ନିର୍ଦେଶ

mahabharatanews

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଡିଲରଙ୍କୁ ଆଳୁ ପ୍ରଦାନ

mahabharatanews

ଜିଏସଟି ସ୍ଲାବକୁ ନେଇ ନିଷ୍ପତ୍ତି ପରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀରେ କଲେ ପ୍ରେସମିଟ୍

mahabharatanews