ଓଡିଶା

ଆଜି ଭଦ୍ରକ-ବାଲେଶ୍ବରରେ କରିବେ ପ୍ରଚାର ରାହୁଲ ଗାନ୍ଧୀ

(ଭୁବନେଶ୍ୱର) : ଦେଶର ସପ୍ତମ ତଥା ଓଡ଼ିଶାର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ସନ୍ଧ୍ୟାରେ ପ୍ରଚାର ସରୁଛି। ଶେଷ ଦିନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓଡିଶା ଆସୁଛନ୍ତି । ସେ ଭଦ୍ରକ-ବାଲେଶ୍ବର ଲୋକସଭା ଆସନରେ ପ୍ରଚାର କରିବେ। ଭଦ୍ରକର ସିମୁଳିଆରେ ଏକ ଜନସଭାକୁ ସମ୍ବୋଧିତ କରି କଂଗ୍ରେସ ସାଂସଦ ପ୍ରାର୍ଥୀ ଓ ବିଧାୟକ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ଏନେଇ ରାଜ୍ୟରେ ବିଜେଡି, ବିଜେପି, କଂଗ୍ରେସ ସମେତ ସମସ୍ତ ପ୍ରମୁଖ ଦଳର ଷ୍ଟାର ପ୍ରଚାରକ ନେତାମାନେ ମାରାଥନ ପ୍ରଚାର କରି ଭୋଟରଙ୍କୁ ଆକର୍ଷିତ କରିବେ ।

Related posts

ସ୍ମାର୍ଟସିଟି ଅନଲାଇନ ଅଟୋ ଗ୍ରୁପ ପକ୍ଷରୁ ଯୋନ ପ୍ରତିଷ୍ଠା କାର୍ୟ୍ୟକ୍ରମ ଅନୁଷ୍ଠିତ

mahabharatanews

କଙ୍କରୋଡା ସାଇନ୍ସ କଲେଜ ବିଦ୍ୟାର୍ଥୀଙ୍କୁ ବିଦାୟ ସମ୍ବର୍ଦ୍ଧନା

mahabharatanews

ଗଣଦୁଷ୍କର୍ମ ମାମଲାକୁ ନେଇ ପାରାଦୀପ ରାଜନୀତି ଉଷ୍ମ

mahabharatanews