ଓଡିଶା

“ଆପଣଙ୍କ ପ୍ରତିଟି ଭୋଟ୍ ଅତ୍ୟନ୍ତ ମୂଲ୍ୟବାନ”: ମୁଖ୍ୟମନ୍ତ୍ରୀ

(ଭୁବନେଶ୍ୱର) : ରାଜ୍ୟର ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ଶନିବାର ମତଦାନ ଜାରି ରହିଛି। ଏପରିସ୍ଥଳେ ରାଜ୍ୟର ଭୋଟରଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପିଲ୍ କରିଛନ୍ତି। ସେ ନିଜ ଏକ୍ସ ହ୍ୟାଣ୍ଡେଲରେ କହିଛନ୍ତି ଗଣତନ୍ତ୍ରରେ ମତଦାନ ଆପଣଙ୍କ ଅଧିକାର। ଆପଣଙ୍କ ପ୍ରତିଟି ଭୋଟ୍ ଅତ୍ୟନ୍ତ ମୂଲ୍ୟବାନ। ଆସନ୍ତୁ ଗଣତନ୍ତ୍ରର ଏହି ମହାପର୍ବରେ ସାମିଲ ହେବା। ବିପୁଳ ସଂଖ୍ୟାରେ ମତଦାନ କରି ବିକାଶରେ ସହଭାଗୀ ସାଜିବା।

ସୂଚନାନୁଯାୟୀ ,: ଆଜି ଓଡ଼ିଶାରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ଭୋଟ୍ । ୬ ଲୋକସଭା ଏବଂ ୪୨ ବିଧାନସଭା ଆସନ ପାଇଁ ଭୋଟିଂ ଆରମ୍ଭ । ଯାହାର ଫଳାଫଳ ଜୁନ୍ ୪ ତାରିଖରେ ପ୍ରକାଶ ପାଇବ । ବିଧାନସଭା ଆସନ ପାଇଁ ଭୋଟିଂ ହେବ । ଯାହାର ଫଳାଫଳ ଜୁନ୍ ୪ ତାରିଖରେ ପ୍ରକାଶ ପାଇବ । ଶେଷ ପର୍ଯ୍ୟାୟ ମତାଦାନ ପାଇଁ ୧୦ ହଜାର ୮୮୨ଟି ବୁଥ ରହିଛି । ଯାହା ମଧ୍ୟରୁ ୨୧ ପ୍ରତିଶତ ବୁଥ ସମ୍ବେଦନଶୀଳ ରହିଛି ।

Related posts

ଆଜି ମହାପ୍ରଭୁଙ୍କ ସୁନାବେଶ

mahabharatanews

ଆଜି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

mahabharatanews

ହରିଣକୁ ପିଟିପିଟି ମାରିଦେଲେ ଗ୍ରାମବାସୀ , ଅସୁରକ୍ଷିତରେ ଶିମିଳିପାଳ ହରିଣ

mahabharatanews