ଭାରତରାଜନୀତି

ରାଷ୍ଟ୍ରପତି ଭବନରେ ପହଞ୍ଚି ପଦରୁ ଇସ୍ତଫା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତି ଭବନରେ ପହଞ୍ଚି ପଦରୁ ଇସ୍ତଫା ଦେଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା ପତ୍ର ଗ୍ରହଣ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । କୁହାଯାଉଛି ଯେ ସେ ରାଷ୍ଟ୍ରପତିଙ୍କ ନିକଟରେ ଲୋକସଭା ଭଙ୍ଗ କରିବାକୁ ସୁପାରିଶ କରିପାରନ୍ତି ବୋଲି କୁହାଯାଉଛି ।

Related posts

୨୪ ଘଣ୍ଟା ମଧ୍ୟରେ ଦେଶରେ ୩, ୨୭୫ କରୋନା ଆକ୍ରାନ୍ତ ଚିହ୍ନଟ

mahabharatanews

ଆଫଗାନିସ୍ତାନରେ ଭୂକମ୍ପ ଜନିତ ମୃତ୍ୟୁ ସଂଖ୍ୟା ୨୦୦୦କୁ ବୃଦ୍ଧି

mahabharatanews

ମୁମ୍ବାଇ ସହରକୁ ଉଠେଇବାକୁ ଧମକ, ରାଜସ୍ଥାନରୁ ଅଭିଯୁକ୍ତ ଗିରଫ

mahabharatanews