ଓଡିଶାପାଣିପାଗ

ଆସନ୍ତା ୩ରୁ୪ ଦିନ ମଧ୍ୟରେ ଓଡିଶା ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର: ଆସନ୍ତା ୩ରୁ୪ ଦିନ ମଧ୍ୟରେ ଓଡିଶା ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ପ୍ରଥମେ ଦକ୍ଷିଣ ଓଡିଶା ପ୍ରଦେଶ କରିବା ପରେ ଅନ୍ୟ ଅଞ୍ଚଳ ଗୁଳିକ ସ୍ପର୍ଶ କରିବ । ଓଡିଶାରେ ମୌସୁମୀ ସ୍ପର୍ଶ ପାଇଁ ପାଗ ରହିଛି ଅନୁକୂଳ । ସାଧାରଣତଃ ଓଡିଶାରେ ଦ୍ୱିତୀୟ ସପ୍ତାହରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡିଶାରେ ପ୍ରବେଶ କରିଥାଏ ।
ଚଳିତଥର ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସ୍ୱାଭାବିକ ସମୟରେ ଦୁଇ ଦିନ ପୂର୍ବରୁ କେରଳ ଛୁଇଁଥିବା ବେଳେ ଓଡିଶାରେ ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ ଓଡିଶା ଛୁଇଁବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

Related posts

 ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବଢିବ ତାପମାତ୍ରା

mahabharatanews

ସେପ୍ଟେମ୍ବରରେ ଓଡି଼ଶା ଆସିବେ ଜେପି ନଡ୍ଡା

mahabharatanews

+୨ ମାର୍କିଂ ଢାଞ୍ଚାରେ ପରିବର୍ତ୍ତନ : ୧୦୦ ରୁ ୨୪ ମାର୍କ ରଖିଲେ ହେବେ ପାସ

mahabharatanews