ଓଡିଶା

ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ବସିଲା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ପୁରୀ: ଆରମ୍ଭ ହୋଇଛି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଚାଲିଛି ବୈଠକ । ଚଳିତ ରଥଯାତ୍ରା ଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ନୀତି ନିର୍ଘଣ୍ଟ ଉପରେ ଲାଗିବ ମୋହର । ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ ଓ ପରିଚାଳନା କମିଟି ସଦସ୍ୟ ଉପସ୍ଥିତି ରହିଛନ୍ତି । ଗତକାଲି ହୋଇଥିଲା ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ । ଛତିଶା ନିଯୋଗ ବୈଠକରେ ନିଆଯାଇଥିବା ନିଷ୍ପତି ଉପରେ ଲାଗିବ ମୋହର ।

Related posts

ଚିତ୍ରକୋଣ୍ଡା ବ୍ଲକ୍‌ରେ ୩ଟି ବୃହତ ସେତୁ ନିର୍ମାଣ ପାଇଁ ୧୦୧ କୋଟି ଟଙ୍କା ମଞ୍ଜୁର

mahabharatanews

ସ୍ୱର୍ଣ୍ଣ ଓ ରୌପ୍ୟ ପଦକ ବିଜେତାଙ୍କୁ ପୁରସ୍କୃତ କଲେ ମୁଖ୍ୟମନ୍ତ୍ରୀ

mahabharatanews

 ପ୍ରବଳ ବର୍ଷା ସମ୍ଭାବନା: ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

mahabharatanews