ଭାରତ

ଋଥଯାତ୍ରା ଦେଖିବେ ରାଷ୍ଟ୍ରପତି, ୬ରେ ଆସିବେ ଓଡ଼ିଶା

ନୂଆଦିଲ୍ଲୀ: ରଥଯାତ୍ରା ଦେଖିବେ ମହାମହିମ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ଏନେଇ ଆସନ୍ତ ୬ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ମହାମହିମ । ୭ ତାରିଖରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ଯୋଗଦେବେ । ଏହା ପରେ ପୁରୀ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ନେଇ କାର୍ଯ୍ୟକ୍ରମ ରହିଛି । ୯ ତାରିଖ ଯାଏଁ ମହାମହିମ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ନେଇ କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଏବେ ଠାରୁ ଆରମ୍ଭ ହେଲାଣି ପ୍ରସ୍ତୁତି ।

Related posts

ଅଗଷ୍ଟ ୨୬ରେ ସରୁଛି ସିଜେଆଇ ଏନଭି ରମନ୍ନାଙ୍କ କାର୍ଯ୍ୟକାଳ

mahabharatanews

କ୍ରାସ୍ ହେଲା ଡିଆରଡିଓର ଏକ ଡ୍ରୋନ

mahabharatanews

ଲୋକପ୍ରିୟ ସନ୍ତୁର ବାଦକ ପଣ୍ଡିତ ଶିବ କୁମାର ଶର୍ମାଙ୍କ ପରଲୋକ

mahabharatanews