ଓଡିଶା

ମନୋଜ ଆହୁଜା ନୂଆ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ହେଲେ ମନୋଜ ଆହୁଜା । ନିଯୁକ୍ତି ନେଇ ଜିଏ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୧୯୯୦ ବ୍ୟାଚର ବରିଷ୍ଠ ଆଇଏଏସ୍ ମନୋଜ ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲେ । ସେ କେନ୍ଦ୍ର କୃଷି ଓ କୃଷକ ସଶକ୍ତୀକରଣ ସଚିବ ଥିଲେ । ମନୋଜ ଆହୁଜାଙ୍କ ନିଯୁକ୍ତି ସହ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କୁ ସରକାରୀ ଚାକିରିରୁ ଅବସର ଦେଇଛନ୍ତି ସରକାର ।

Related posts

ଦୁଷ୍ମନ୍ତଙ୍କ ମୃତ୍ୟୁ ପରେ ଶୁଣିଲେ ସରକାର

mahabharatanews

ଯୌତୁକ ପାଇଁ ବଧୂହତ୍ୟା ଉଦ୍ୟମ

mahabharatanews

ବିଲରୁ ପଡିଛି ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ

mahabharatanews