ଓଡିଶାରାଜନୀତି

ବସିବ ମନ୍ତ୍ରୀପରିଷଦ ବୈଠକ, ଚିଠା ବଜେଟକୁ ମିଳିବ ଅନୁମୋଦନ

ଭୁବନେଶ୍ୱର: କିଛି ସମୟ ପରେ ରାଜ୍ୟ ସରକାରଙ୍କ ମନ୍ତ୍ରୀପରିଷଦ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନରେ ସକାଳ ୧୦ଟା ୩୦ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ବୈଠକରେ ସମସ୍ତ ମନ୍ତ୍ରୀ ଉପସ୍ଥିତ ରହିବେ। ଆସନ୍ତା ୨୨ ତାରିଖରୁ ବଜେଟ ଅଧିବେଶନ ଥିବାରୁ ଚିଠା ବଜେଟକୁ ମନ୍ତ୍ରୀପରିଷଦ ବୈଠକରେ ଅନୁମୋଦନ ମିଳିବ ବୋଲି ଜଣାପଡିଛି। ଏଥିରେ କୃଷି ସମ୍ପର୍କିତ ଏକ ଘୋଷଣା ହୋଇପାରେ ବୋଲି ସୂଚନା ମିଳିଛି।

Related posts

ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ତରଫରୁ ଶତବାର୍ଷିକୀ ପାଳନ

mahabharatanews

ରାଜ୍ୟରେ ଆଉ ୮ ମୁଣ୍ଡ ନେଲା କରୋନା

mahabharatanews

ସାର ପରିବହନ ପାଇଁ ଟ୍ରକ ମାଲିକ ସଂଘ ଓ କମ୍ପାନୀ ମଧ୍ୟରେ ତେଜୁଛି ବିବାଦ

mahabharatanews