ଓଡିଶାପାଣିପାଗ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ

ଭୁବନେଶ୍ବର:କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାକୁ ଲାଗିଥିବା ଉତ୍ତର ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଲଘୁଚାପ କ୍ଷେତ୍ର ଅଧିକ ଘନିଭୂତ ହୋଇ ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ଓଡ଼ିଶା ଉପକୂଳ ଆଡକୁ ମୁହାଁଇବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆସନ୍ତା ୨୨ ତାରିଖ ପର୍ୟ୍ୟନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।

Related posts

ହିଂଜିଳି ବ୍ଲକ ଚାଉଳ କଳ ସଙ୍ଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ଦାନ

mahabharatanews

ଡ୍ରାଇଭରଙ୍କ ଷ୍ଟ୍ରିୟରିଂ ଛାଡ଼ ଆନ୍ଦୋଳନର ସମାଧାନ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

mahabharatanews

ଜଣେ ମହିଳାଙ୍କ ମାଡ଼ରେ, କାର୍ଯ୍ୟରତ ଅଙ୍ଗନ ବାଡ଼ି କର୍ମୀ ଗୁରୁତର ହୋଇ ଚେତା ଶୂନ୍ୟ

mahabharatanews