ଓଡିଶା

ହାଉସ୍‌ କମିଟିରେ ସ୍ଥାନ ପାଇଲେ ଭୁବନେଶ୍ୱର ସାଂସଦ

ଭୁବନେଶ୍ବର: ହାଉସ୍‌ କମିଟିରେ ସ୍ଥାନ ପାଇଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ। ୧୨ ଜଣିଆ ହାଉସ୍‌ କମିଟିରେ ସ୍ଥାନ ଦେଲେ ବାଚସ୍ପତି ଓମ୍‌ ବିର୍ଲା। ଡ. ମହେଶ ଶର୍ମାଙ୍କ ଅଧ୍ୟକ୍ଷତାରେ ଗଠିତ କମିଟିରେ ସ୍ଥାନ ପାଇଲେ ଅପରାଜିତା। ଏହି ୧୨ ଜଣିଆ ହାଉସ୍ କମିଟିରେ ଅଛନ୍ତି, କଲ୍ୟାଣ ବାନାର୍ଜୀ, ସୁଧୀର ଗୁପ୍ତା, କୃପାନାଥ ମଲ୍ଲାହ, ଡି. ପୁରନ୍ଦେଶ୍ୱରୀ, ସୁଖଜିନ୍ଦର ସିଂହ ରାନ୍ଧୱା, ଏମ୍‌ଏସ୍‌ ରେଡ୍ଡୀ, କୋଡିକୁନ୍ନିଲ ସୁରେଶ, ଡକ୍ଟର ଟି ସୁମତି, ଅକ୍ଷୟ ଯାଦବ ଓ ଦୀନେଶ ଚନ୍ଦ୍ର ଯାଦବ ଅଛନ୍ତି।

 

Related posts

ଅଜଣା ଗାଡିକୁ ଧକ୍କା ଦେଲା ବୋଲେରୋ, ୧ ମୃତ ୨ ଗୁରତର

mahabharatanews

ଆସୁଛି ଦୁଇ ଦୁଇଟି ଲଘୁଚାପ , ବର୍ଷାର ପରିମାଣ ହେବ ବୃଦ୍ଧି

mahabharatanews

ମଣ୍ଡିରୁ ଧାନ ତୁରନ୍ତ ଉଠାଇବା ଦାବିରେ ଚାଷୀଙ୍କ ରାସ୍ତା ଅବରୋଧ

mahabharatanews