ଓଡିଶାରାଜନୀତି

ସେପ୍ଟେମ୍ବର ୧୭ରୁ ଆରମ୍ଭ ହେବ ସୁଭଦ୍ରା ଯୋଜନା

ଭୁବନେଶ୍ୱର: ସେପ୍ଟେମ୍ବର ୧୭ରୁ ଆରମ୍ଭ ହେବାକୁ ଯାଉଛି ସୁଭଦ୍ରା ଯୋଜନା । କ୍ୟାବିନେଟ ନିଷ୍ପତ୍ତି ପରେ ବଜେଟରେ ସୁଭଦ୍ରା ଯୋଜନ ପାଇଁ ୧୦ ହଜାର କୋଟି ଟଙ୍କା ବ୍ୟୟ ବରାଦ ହୋଇଛି । ଏସଓପି ଓ ମଡ୍ୟୁଲ ପ୍ରସ୍ତୁତ ହେବା ବାକି ଅଛି । ସୁଭଦ୍ରା ଯୋଜନା ଦ୍ୱାରା ମହିଳାମାନେ ଉପକୃତ ହେବେ। ମହିଳା ଓ ବୁଦ୍ଧିଜୀବୀଙ୍କ ମତାମତ ନେଲା ପରେ ମଡ୍ୟୁଲ ଫାଇନାଲ୍ ହେବ। ଡ୍ରାଗନ ମୁଡରେ ଅଛି ଏସଓପି। ସରକାରଙ୍କ ତରଫରୁ ସବୁ କିଛି ପ୍ରସ୍ତୁତ ଅଛି। ଅଗଷ୍ଟ ୧୫ ସୁଦ୍ଧା ମଡ୍ୟୁଲ ଫାଇନାଲ୍ ହେବ। ସୁଭଦ୍ର ଯୋଜନାକୁ ନେଇ ଭ୍ରମିତ ହୁଅନ୍ତୁ ନାହିଁ। ସମୟ ଆସିଲେ ସରକାର ବିଭିନ୍ନ ମାଧ୍ୟମରେ ବିଜ୍ଞାପନ ବାହାର କରିବେ। ଯୋଜନାରେ କିପରି ଅଧିକରୁ ଅଧିକ ମହିଳା ଉପକୃତ ହେବେ ସେଥିପ୍ରତି ଦୃଷ୍ଟି ଦିଆଯିବ। ସୁଭଦ୍ରା ଯୋଜନାରେ କୌଣସି ଗୁଜବ ଉପରେ ବିଶ୍ବାସ କରନ୍ତୁ ନାହିଁ।

Related posts

ଶିମିଳିପାଳରେ କଳା ପ୍ରଜାତିର ମହାବଳ ବାଘ !

mahabharatanews

୨୨ ବେଳକୁ ୨୨ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ

mahabharatanews

ସୃଷ୍ଟି ହେଲା ଲଘୁଚାପ, ଆର୍ଲଟ ଜାରି

mahabharatanews