ଓଡିଶା

ଅଧିକ୍ଷଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

ବାଲେଶ୍ବର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର ରେଡ୍ । ବାଲେଶ୍ୱର ଜଳସେଚନ ବିଭାଗର ଅଧିକ୍ଷଣ ଯନ୍ତ୍ରୀଙ୍କ ଘରେ ଚଢ଼ାଉ କରୁଛି ଭିଜିଲାନ୍ସ  । ଜଳସେଚନ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ପ୍ରଭାସ ଚନ୍ଦ୍ର ପ୍ରଧାନଙ୍କ ଘରେ ଛାନଭିନ୍ । ବାଲେଶ୍ୱରର ୭ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି ରଖିଛି ଭିଜିଲାନ୍ସ । ତେବେ ଏହି ଚଢାଉରେ ଏକାଧିକ ଅଫିସର ସାମିଲ ଅଛନ୍ତି। ୨ ଡିଏସପି, ୪ ଇନସ୍ପେକ୍ଟରଙ୍କ ନେତୃତ୍ବରେ ଚଢାଉ କରାଯାଇଥିବା ସୂଚନା ରହିଛି।

Related posts

ବିଜ୍ଞାନ ପ୍ରଦର୍ଶନୀ ଓ ବକ୍ତୃତା ପ୍ରତିଯୋଗିତାର ଉଦଘାଟନୀ କାର୍ଯ୍ୟକ୍ରମ ଅନୁଷ୍ଠିତ

mahabharatanews

କାଶୀପୁରରେ ଭିଭିଓ କଲେରା ଭୂତାଣୁ ଚିହ୍ନଟ

mahabharatanews

ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଜାରିକଲେ ମୁଖ୍ୟମନ୍ତ୍ରୀ

mahabharatanews