ଓଡିଶା

ଆସନ୍ତାକାଲି ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ବର: ଆସନ୍ତାକାଲି ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ଯକ୍ଷତାରେ ବସିବ ବୈଠକ। ମୋହନ ମାଝୀଙ୍କ ସରକାରର ଏହା ଚତୁର୍ଥ କ୍ୟାବିନେଟ ବୈଠକ ବସିବା କିଛି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର।

ଅନ୍ୟପଟେ ପ୍ରଥମ ପର୍ଯ୍ୟାୟ ବିଧାନସଭା ବଜେଟ୍ ଅବେଶନ ଶେଷ ହୋଇଛି। ଅଗଷ୍ଟ ୨୦ ତାରିଖ ଯାଏଁ ଗୃହ ମୁଲତବୀ ରଖାଯାଇଛି। ବିଧାନସଭାରେ ୯୫ହଜାର କୋଟି ଲେଖାନୁଦାନ ପାରିତ ହେବା ପରେ ଆସନ୍ତା ଅଗଷ୍ଟ ୨୦ ତାରିଖ ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି। ସେହିପରି ୨୦ରୁ ସେପ୍ଟେମ୍ବର ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ଦ୍ବିତୀୟ ପର୍ଯ୍ୟାୟ ଅବେଶନ।

Related posts

ଖାତା ମୂଲ୍ୟାୟନ: ପ୍ରଥମ ଦିନରେ ୯୪ ଶିକ୍ଷକ ଶିକ୍ଷୟିତ୍ରୀ ଖାତା ଦେଖିଲେ

mahabharatanews

ଯୁବଶକ୍ତି ସମର୍ପିତ ଓଡି଼ଶା ଆନୁକୂଲ୍ୟରେ ସେଚ୍ଛାକୃତ ରକ୍ତଦାନ ଶିବିର

mahabharatanews

ରାହୁଲଙ୍କୁ ଇଙ୍ଗିତରେ ଟ୍ୟୁବଲାଇଟ କହିଲେ ମୋଦି

mahabharatanews