ଅପରାଧଓଡିଶା

ସୁନ୍ଦରଗଡରେ ଗଣହତ୍ୟା : ୭ ଅଭିଯୁକ୍ତ ଗିରଫ

ସୁନ୍ଦରଗଡ଼: ସୁନ୍ଦରଗଡରେ ଗଣହତ୍ୟା ମାମଲା । ଧରାପଡିଲେ ୭ ଅଭିଯୁକ୍ତ । କର୍ଣ୍ଣାଟକରୁ ୭ ଜଣଙ୍କୁ ଗିରଫ କରି ଓଡିଶା ଆଣିଲା ପୋଲିସ । ଅକ୍ଟୋବର ୨୯ ବିଭସ ହତ୍ୟାକାଣ୍ଡ ହୋଇଥିଲା । ସଦର ଥାନା କରମଡିହ ନିକଟ ଗୀତାପଡ଼ାରେ ହତ୍ୟାକାଣ୍ଡ ହୋଇଥିଲା । ସୋଇଥିଲା ବେଳେ ୫ ଜଣଙ୍କୁ ନିର୍ମମ ହତ୍ୟା କରାଯାଇଥିଲା ।

Related posts

ପୂର୍ବ ଶତ୍ରୁତାକୁ ନେଇ ବୋମାମାଡ

mahabharatanews

ପଞ୍ଚଦଶତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଦ୍ରୌପଦୀ ମୁର୍ମୁ

mahabharatanews

କଣିହା ରେଭିନ୍ୟୁ ଇନସ୍ପେକ୍ଟର ଭିଜିଲାନ୍ସ ଜାଲରେ

mahabharatanews