ଓଡିଶା

ବିଧାନସଭାର ଶୀତକାଳୀନ ଅଧିବେଶନ ପାଇଁ ୨୫ରେ ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ବର: ଆସନ୍ତା ୨୬ ତାରିଖରେ ଓଡିଶା ବିଧାନସଭାର ଶୀତକାଳୀନ ଅଧିବେଶନ ଅନୁଷ୍ଠିତ ହେବ। ଏ ନେଇ ଆସନ୍ତା ୨୫ ତାରିଖରେ ବସିବ ସର୍ବଦଳୀୟ ବୈଠକ । ପୂର୍ବାହ୍ନ ସାଢେ ୧୦ : ୩୦ ଟାରେ ବସିବ ଏହି ସର୍ବଦଳୀୟ ବୈଠକ। ବିଧି ଅନୁସାରେ ସମସ୍ତ କାର୍ଯ୍ୟ ସମ୍ପାଦନ ହେବ ବୋଲି ବାଚସ୍ପତି ସୁରମା ପାଢ଼ୀ କହିଛନ୍ତି ।

Related posts

ରୋଗୀଣା ପତ୍ନୀଙ୍କ ଚିକିତ୍ସା ପାଇଁ ଯିବା ବେଳେ ପୋଲିସ ମାଡରେ ଲହୁଲୁହାଣ ସ୍ୱାମୀ

mahabharatanews

କାଲିଠୁ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ଚେତବାନୀ

mahabharatanews

ସୁଭଦ୍ରା ଟଙ୍କା ନେଇ ବଡ଼ ଅପଡେଟ୍: ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ଟଙ୍କା

mahabharatanews