ଓଡିଶା

ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଗୃହରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ

ବ୍ୟୁରୋ : ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଗୃହରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଓଡ଼ିଶାର ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ସମୀର ଦେ, ପୂର୍ବତନ ବିଧାୟକ ଧନେଶ୍ୱର ମାଝୀ, ପୂର୍ବତନ ବିଧାୟକ ମକରଧ୍ୱଜ ପ୍ରଧାନ, ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନ, ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡା ଏବଂ ପୂର୍ବତନ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ମାଝୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ । ଶୋକ ପ୍ରସ୍ତାବକୁ ସମର୍ଥନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏଥିସହ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ମା ମଧ୍ୟ ଶୋକ ପ୍ରସ୍ତାବକୁ ସମର୍ଥନ କଲେ ।

Related posts

ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ

mahabharatanews

ଛଅ ହଜାର ଟଙ୍କା ଲାଞ୍ଚ ନେଏ ଦୁଇ ତହସିଲ କିରାଣୀ ଗିରଫ

mahabharatanews

ହୋମଗାର୍ଡଙ୍କ ପତ୍ନୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ପୋଲିସ ସବ-ଇନ୍ସପେକ୍ଟର ଗିରଫ

mahabharatanews