ଅପରାଧଓଡିଶା

୧୯୬ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବେ ସରକାର

ଭୁବନେଶ୍ୱର;ଦୀର୍ଘ ଦିନ ଧରି ଛୁଟିରେ ଥିବା ୧୯୬ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବେ ସରକାର । ସରକାରୀ ନିୟମ ଅନୁସାରେ ବିହିତ କାର୍ଯ୍ୟାନୁଷ୍ଠାନ କରିବେ ସରାକର । ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଉତ୍ତର । ବିଭିନ୍ନ କ୍ୟାଡରର ୧୯୬ ଡାକ୍ତର ବିଭିନ୍ନ କରଣ ଦର୍ଶାଇ ଛୁଟିରେ ଅଛନ୍ତି ।

Related posts

ଅଙ୍ଗନୱାଡି କେନ୍ଦ୍ର ଉଦ୍ଘାଟିତ

mahabharatanews

ବାଚସ୍ପତିଙ୍କ ଅଧକ୍ଷତାରେ ଆଜି ବସିବ ସର୍ବଦଳୀୟ ବୈଠକ

mahabharatanews

ସାବାଡ଼ ହେବେ ବିକଟାଳ ଶବ୍ଦ କରୁଥିବା ଗାଡି ଚାଳକ

mahabharatanews