ଖେଳଦେଶ ବିଦେଶ

ପ୍ରଥମ ଇନିଂସରେ ଭାରତ ୧୮୯ ରନରେ ଅଲଆଉଟ୍

କୋଲକାତାର ଇଡେନ ଗାଡେନ୍ସଠାରେ ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟେଷ୍ଟ ରୋଚକ ମୋଡ଼ରେ ପହଞ୍ଚିଯାଇଛି । ଦକ୍ଷିଣ ଆଫ୍ରିକା ବିପକ୍ଷରେ ଭାରତର ପ୍ରଥମ ଇନିଂସ ଶେଷ ହୋଇଛି । ପ୍ରଥମ ଇନିଂସରେ ଦକ୍ଷିଣ ଆଫ୍ରିକା ୧୫୯ ରନରେ ଅଲଆଉଟ୍ ହେବାପରେ ପ୍ରଥମ ଇନିଂସରେ ଭାରତ ୧୮୯ ରନ କରିଛି । ଏହା ପରେ ୨ୟ ଦିନର ଷ୍ଟମ୍ସ ଅପସାରଣ ବେଳକୁ ଦକ୍ଷିଣ ଆଫ୍ରିକା ନିଜର ୨ୟ ଇନିଂସରେ ୭ ଓ୍ବିକେଟ ହରାଇ ୯୩ ରନ କରିଛି । ଫଳରେ ଦକ୍ଷିଣ ଆଫ୍ରିକା ଏପର୍ଯ୍ୟନ୍ତ ୬୩ ରନରେ ଆଗୁଆ ରହିଛି ।

Watch 1st Test: India vs South Africa, Day 1 Highlights video

ପ୍ରଥମ ଇନିଂସରେ ଭାରତ ପକ୍ଷରୁ କେଏଲ ରାହୁଲ ସର୍ବାଧିକ ୩୭ ରନ କରିଥିଲେ ଓ ଓ୍ବାସିଂଟନ ସୁନ୍ଦର ୨୯ ରନ କରିଥିଲେ ।  ଦକ୍ଷିଣ ଆଫ୍ରିକା ପକ୍ଷରୁ ସାଇମନ ହାର୍ମର ୪ଟି ଓ ମାର୍କୋ ଜାନସେନ ୩ଟି ଓ୍ବିକେଟ ନେଇଥିଲେ । ୨ୟ ଇନିଂସରେ ଦକ୍ଷିଣ ଆଫ୍ରିକା ଦଳ ପକ୍ଷରୁ ଟେମ୍ବା ବାଭୁମା ସର୍ବାଧିକ ୨୯ ରନ କରିଛନ୍ତି । ଭାରତ ପକ୍ଷରୁ ରବୀନ୍ଦ୍ର ଜାଦେଜା ୪ଟି ଓ କୁଳଦୀପ ଯାଦବ ୨ଟି ଓ୍ବିକେଟ ନେଇଥିଲେ ।

IND vs SA 1st Test Day 3 Highlights: Proteas win by innings and 32 runs |  News - Business Standard

Related posts

ଆଜି ସନ୍ଧ୍ୟାରେ ଦିଲ୍ଲୀର ଅରୁଣ ଜେଟ୍‌ଲି ଷ୍ଟାଡିୟମ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ଶହ ମୁହଁ ମୁହି ହେବ ଗୁଜରାଟ ଟାଇଟନ୍ସ

mahabharatanews

ରାଜସ୍ଥାନ ରୟାଲ୍ସ ଟିମରେ ଲାସିଥ ମାଲିଙ୍ଗା

mahabharatanews

ସାଉଦି ଆରବରେ ବସ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟି ୪୨ ଭାରତୀୟ ଶ୍ରଦ୍ଧାଳୁ ଜୀବନ୍ତ ଜଳିଗଲେ

mahabharatanews