ଓଡିଶାବିଦ୍ୟାଶିକ୍ଷା

ଓଡ଼ିଆ ପ୍ରବନ୍ଧ ଲିଖନ ଓ ଓଡ଼ିଆ ବିତର୍କ ପ୍ରତିଯୋଗିତା ଅନୁଷ୍ଠିତ

ଗଜପତି : ୭୨ ତମ ନିଖିଳ ଭାରତ ସମବାୟ ସପ୍ତାହ ଉପଲକ୍ଷେ, ଓଡ଼ିଆ ପ୍ରବନ୍ଧ ଲିଖନ ଓ ଓଡ଼ିଆ ବିତର୍କ ପ୍ରତିଯୋଗିତା ଅନୁଷ୍ଠିତ । ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସରସ୍ଵତୀ ଶିଶୁ ମନ୍ଦିରରେ ଏହା ପାଳନ ହୋଇଛି । ଉପ ନିବନ୍ଧକ ସମବାୟ ସମିତି ସମୂହ ଗଜପତି ବିଭାଜନ ପକ୍ଷରୁ, ଏହାକୁ ଆୟୋଜନ କରାଯାଇଥିଲା । କାର୍ୟ୍ୟକ୍ରମରେ ସ୍କୁଲ ଓ କଲେଜର ଛାତ୍ରଛାତ୍ରୀ ମାନେ ଅଂଶ ଗ୍ରହଣ କରିଥିଲେ। ପ୍ରଥମ ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା । କାର୍ୟ୍ୟକ୍ରମରେ ଏ.ଆର.ସି.ସି ତଥା ଡି.ଆର.ସି.ଏସ୍ ହରି ହର ସେଠ,ସମବାୟ ସମିତିର ସମ୍ପାଦକ, କର୍ମଚାରୀ ପ୍ରମୁଖ ଉପସ୍ଥିତ ରହି କାର୍ୟ୍ୟକ୍ରମରେ ସହଯୋଗ କରିଥିଲେ।

Related posts

୬ରୁ BSKY ନବୀନ କାର୍ଡ ପାଇଁ ପଞ୍ଜୀକରଣ ଆରମ୍ଭ 

mahabharatanews

ଜଙ୍ଗଲରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ହାତୀ ଆକ୍ରମଣ ସନ୍ଦେହ

mahabharatanews

ସମୁଦ୍ରରେ ଡଙ୍ଗା ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ମତ୍ସଜୀବି

mahabharatanews