ଓଡିଶା

ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଅବସରରେ ପଦଯାତ୍ରା

ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଅବସରରେ ବୌଦ୍ଧ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଆୟୋଜିତ ଜିଲ୍ଲା ସ୍ତରୀୟ ପଦଯାତ୍ରା ଶୁଭାରମ୍ଭ ହୋଇଯାଇଛି । କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ, ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା ଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଏବଂ ବ୍ଲକ ସ୍ତରୀୟ ଅଧିକାରୀ, କର୍ମଚାରୀ, ବୁଦ୍ଧିଜିବି, ଜନ ସାଧାରଣ, ଶିକ୍ଷକ, ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ ଯୋଗ ଦେଇଥିଲେ । ଉକ୍ତ ପଦଯାତ୍ରା ଜଗନ୍ନାଥ ମନ୍ଦିର ଠାରୁ ବାହାରି କୋର୍ଟ ଛକ, ହାତୀଶାଳ ଛକ, ବୁଟୁପାଲି, ମାଉଲସିଙ୍ଗା ଛକ ଦେଇ ବ୍ରିଜ ଛକ ଠାରେ ପହଁଚି ଥିଲା ସେଠାରେ ଏକ ସାଧାରଣ ସଭା ଅନୁଷ୍ଠିତ କରାଯଇଥିବା ବେଳେ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା ।

Related posts

ସିବିଆଇ ହାତରେ ଧରାପଡିଲା ନିଟ୍‌-ୟୁଜି ୨୦୨୬ ପ୍ରଶ୍ନପତ୍ର ଲିକ୍ ମାମଲାର ମାଷ୍ଟରମାଇଣ୍ଡ ।

mahabharatanews

 ‘ବାତ୍ୟା ନେଇ ସୂଚନା ଦେଇ ନାହୁଁ’: IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର 

mahabharatanews

ଛଅ ହଜାର ଟଙ୍କା ଲାଞ୍ଚ ନେଏ ଦୁଇ ତହସିଲ କିରାଣୀ ଗିରଫ

mahabharatanews