ଓଡିଶାଦୁର୍ଘଟଣା

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲେ ସାଂସଦ

ସାଂସଦଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ । ଜଗତସିଂହପୁର ସାଂସଦ ବିଭୁ ପ୍ରସାଦ ତରାଇଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି  ସାଂସଦ ବିଭୁ ପ୍ରସାଦ ତରାଇ। ସୂଚନା ଅନୁଶାରେ, ୫୫ ନମ୍ବର ଜାତୀୟ ରାଜପଥର ହାଜିପୁର ନିକଟରେ ଏହି ଦୁର୍ଘଟଣା ଘଟିଥିଲା । ସାଂସଦଙ୍କ ଇନୋଭା କାରକୁ, ପଛପଟୁ ଆସୁଥିବା ଏକ କାର ଧକ୍କା ଦେଇଥିଲା । ଯାହାପରେ ଖବର ପାଇ ବିରିଡି ଥାନା ପୋଲିସ ଦୁର୍ଘଟଣା ସ୍ଥଳରେ ପହଞ୍ଚିଥିଲା । ଏବଂ ଦୁର୍ଘଟଣା ଘଟାଇ ଥିବା ଗାଡିକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖିଛି।

Related posts

ପୁରୀ ଗସ୍ତରେ ଯାଇଥିଲେ ୫ଟି ସଚିବ ଭିକେ ପାଣ୍ଡିଆନ

mahabharatanews

କଣିହାଁରେ ପଞ୍ଚାୟତରାଜ ଦିବସ ପାଳିତ

mahabharatanews

ବିଚ୍ଛିନ୍ନାଞ୍ଚଳରେ ପୁଣି ଲାଗିଲା ମାଓ ପୋଷ୍ଟର

mahabharatanews