ଓଡିଶା

ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଆଜି ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ବିଭିନ୍ନ ଜିଲ୍ଲାରେ କେମିତି ଚାଲିଛି ଧାନ ସଂଗ୍ରହ ପ୍ରକ୍ରିୟା ତାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କେଭି ସିଂ ଦେଓ, ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର ଓ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ରହିବେ ଉପସ୍ଥିତ । ଧାନ ସଂଗ୍ରହ, ମଣ୍ଡି ବ୍ୟବସ୍ଥା ନେଇ ମନ୍ତ୍ରୀ ଓ ଅଧିକାରୀଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ସନ୍ଧ୍ୟା ୭.୩୦ ରେ ଲୋକସେବା ଭବନରେ ବସିବ ବୈଠକ ।

Related posts

‘ମୁଁ ଗୋ ମାଂସ ଖାଇନି’ : କାମ୍ୟା

mahabharatanews

ଆଜି ପବିତ୍ର ହନୁମାନ ଜୟନ୍ତୀ

mahabharatanews

ଗତ ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ

mahabharatanews