ଅପରାଧଦେଶ ବିଦେଶ

କୋର୍ଟରେ ହାଜର ଭେନେଜୁଏଲା ରାଷ୍ଟ୍ରପତି

ମୁଁ ନିର୍ଦ୍ଦୋଷ । ମୋ ସହ ଅନ୍ୟାୟ ହୋଇଛି । କୋର୍ଟରେ ହାଜର ହେଲେ ଭେନେଜୁଏଲା ରାଷ୍ଟ୍ରପତି । ରାଷ୍ଟ୍ରପତି ନିକୋଲାସ ମାଦୁରୋ ଓ ତାଙ୍କ ପତ୍ନୀଙ୍କୁ ଆମେରିକାର ସଂଘୀୟ ଅଦାଲତରେ ହାଜର କରାଯାଇଛି । ଡ୍ରଗ୍ସ କାରବାର ସମେତ ଅନେକ ଗମ୍ଭୀର ଅଭିଯୋଗ ଉପରେ ନିଜକୁ କୋର୍ଟରେ ନିର୍ଦ୍ଦୋଷ ବୋଲି କହିଛନ୍ତି ମାଦୁରୋ । ମାଦୁରୋ ଓ ତାଙ୍କ ପତ୍ନୀଙ୍କ ପ୍ରାୟ ୩୦ ମିନିଟ୍ ପର୍ଯ୍ୟନ୍ତ ଚାଲିଥିବା ଶୁଣାଣି ପରେ କୋର୍ଟରୁ ବାହାରିଥିଲେ । ଆଉ ଏହି ମାମଲାରେ ପରବର୍ତ୍ତୀ ଶୁଣାଣି ୨୦୨୬ ମାର୍ଚ୍ଚ ୧୭ରେ ହେବ ।

Related posts

ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧିର କାରଣ କ’ଣ?

mahabharatanews

ଫିଟିବ ପ୍ରିୟଙ୍କା ହତ୍ୟାର ଗୁମର

mahabharatanews

ଖୋର୍ଦ୍ଧାରେ ବାଇକ୍ ଚୋର ଗ୍ୟାଙ୍ଗ୍‌ ଉପରେ ପୋଲିସର ବଡ଼ ଆକ୍ସନ

mahabharatanews