ଓଡିଶା

ଫେବୃଆରୀ ୧୭ ରୁ ଆରମ୍ଭ ହେବ ବିଧାନସଭା ବଜେଟ ଅଧିବେଶନ

ଫେବୃଆରୀ ୧୭ ରୁ ଆରମ୍ଭ ହେବ ବିଧାନସଭା ବଜେଟ ଅଧିବେଶନ । ଚଳିତ ଥର ଦୁଇଟି ପର୍ୟ୍ୟାୟରେ ଚାଲିବ ବିଧାନସଭା ବଜେଟ୍ ଅଧିବେଶନ । ଫେବୃଆରୀ ୧୭ ରୁ ଏପ୍ରିଲ ୮ ଯାଏଁ ଚାଲିବ ବିଧାନସଭା ବିଜେଟ ଅଧିବେଶନ । ଫେବ୍ରୁଆରୀ ୨୦ରେ ଆଗତ ହେବ ବଜେଟ୍-୨୦୨୬ । ଏପ୍ରିଲ ୮ ତାରିଖ ଯାଏଁ ଚାଲିବ ବଜେଟ୍ ଅଧିବେଶନ । ବଜେଟ୍‌ ଅଧିବେଶନର ପ୍ରଥମ ଦିନ ଗୃହରେ ଅଭିଭାଷଣ ରଖିବେ ରାଜ୍ୟପାଳ ।

Related posts

5T ସଚିବଙ୍କ ବେଦବ୍ୟାସ ପୀଠ ପରିଦର୍ଶନ : ତୀର୍ଥ ଯାତ୍ରୀ ଓ ପର୍ଯ୍ୟଟକଙ୍କ ପାଇଁ ସୁବିଧା ସୁଯୋଗର ବିକାଶ ଯୋଜନା ପନ୍ଦର ଦିନ ମଧ୍ୟରେ ପ୍ରସ୍ତୁତ କରିବାକୁ କରିବେ ଜିଲ୍ଲାପାଳ

mahabharatanews

ଆଇ.ଆଇ.ଜି ସ୍ପୋର୍ଟସ୍ ଏକାଡେମୀ ପକ୍ଷରୁ ; ଓଡ଼ିଶାରେ ଖେଳାଯିବ କଷ୍ଟୋମାଇଜ୍ କଲର ବଲ ଟେନିସ ଟୁର୍ଣ୍ଣାମେଣ୍ଟ

mahabharatanews

ସ୍କୁଲ କ୍ୟାମ୍ପସରେ ହାତୀ

mahabharatanews