ଓଡିଶାଦେଶ ବିଦେଶରାଜନୀତି

ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ

ମାର୍ଚ୍ଚ ୧୬ ତାରିଖରେ ରାଜ୍ୟସଭା ନିର୍ବାଚନ । ନିର୍ବାଚନ ନେଇ ପ୍ରେସ୍‌ନୋଟ୍‌ ଜାରି କଲେ ECI । ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ  ନିର୍ବାଚନ ହେବ ବୋଲି ପ୍ରେସନୋଟ୍‌ ଜାରି କରି ଭାରତୀୟ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି । ତେବେ ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ। ଏନେଇ ଫେବୃଆରୀ ୨୬ ତାରିଖରେ ପ୍ରକାଶ ପାଇବ ବିଜ୍ଞପ୍ତି । ମାର୍ଚ୍ଚ ୫ ନାମାଙ୍କନ ଦାଖଲର ଶେଷ ତାରିଖ ଏବଂ ୬ରେ ହେବ ଯାଞ୍ଚ । ମାର୍ଚ୍ଚ ୯ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିବ । ମାର୍ଚ୍ଚ ୧୬ ତାରିଖ ସକାଳ ୯ରୁ ଅପରାହ୍ଣ ୪ ଯାଏଁ ଭୋଟ୍‌ ଗ୍ରହଣ କରାଯିବ । ଅପରାହ୍ଣ ୫ଟାରେ ହେବ ଭୋଟ୍‌ ଗଣତି । ତେବେ ଓଡ଼ିଶାର ୪ ରାଜ୍ୟସଭା ସାଂସଦ ମମତା ମହାନ୍ତ, ମୁନା ଖାନ୍‌, ସୁଜିତ୍‌ କୁମାର, ନିରଞ୍ଜନ ବିଶିଙ୍କ କାର୍ଯ୍ୟକାଳ ଏପ୍ରିଲ ୨ରେ ସରୁଛି ।

Rajya Sabha election 2026: Polls on March 16 for 37 seats in 10 states -  The Statesman

Related posts

ଆସନ୍ତାକାଲିଠୁ ପ୍ରବଳ ବର୍ଷା : ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

mahabharatanews

ରାଜ୍ୟରେ ଆଉ ୩୨୫୨ ସଂକ୍ରମିତ ଚିହ୍ନଟ: ଲୋକାଲ ସଂକ୍ରମଣ ବଢୁଛି

mahabharatanews

ଗଛରୁ ଯୁବକଙ୍କ ଝୁଲନ୍ତା ଅବସ୍ଥାରେ ଗଳିତ ମୃତଦେହ ଉଦ୍ଧାର

mahabharatanews