ଓଡିଶାପାଣିପାଗ

ଗ୍ରୀଷ୍ମର ପ୍ରଭାବ ଆରମ୍ଭ ହୋଇଥିବାବେଳେ ବର୍ଷିପାରେ ବର୍ଷା ।

ରାଜ୍ୟରେ ଗ୍ରୀଷ୍ମ ପ୍ରଭାବ ଆରମ୍ଭ ହେବାକୁ ଥିବାବେଳେ ଆସନ୍ତା ୩ ଦିନ ମଧ୍ୟରେ ବର୍ଷା ଘଡଘଡି ସାଙ୍ଗକୁ ବିଜୁଳି ସମ୍ଭାବନା ରହିଛି । ଆଉ ଏହାର ପ୍ରଭାବ ଉପକୂଳବର୍ତ୍ତୀ ଜିଲ୍ଲାରେ ପଡିବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ତେବେ ଏନେଇ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବାବେଳେ ଅନ୍ୟ କେତକ ଜିଲ୍ଲାରେ ପ୍ରବଳ ଗୁଳୁଗୁଳି ନେଇ ମଧ୍ୟ ସତର୍କ କରାଯାଇଛି ।

Normal to above normal rainfall in next two months in Odisha

ଜାରି ହୋଇଥିବା ରିପୋର୍ଟ ଅନୁଯାୟୀ ଆସନ୍ତାକାଲି ଉତ୍ତର ଓଡ଼ିଶାର ଝାରସୁଗୁଡ଼ା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀରେ କାଳବୈଶାଖି ବର୍ଷା ହେବ ଏବଂ ୮ ତାରିଖ ପାଇଁ ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯିବା ସହ । ୯ ତାରିଖରେ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ। ଏବଂ ୮ରେ ଅଧା ଓଡ଼ିଶାରେ ହେବ ବର୍ଷା ହେବା ନେଇ ସତର୍କତା ଜାରି କରାଯାଇଛି । ଖାସକରି ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱରରେ କାଳବୈଶାଖୀ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଦିଆଯାଇଛି ।

Related posts

ହିଂଜିଳି ବ୍ଲକ ଚାଉଳ କଳ ସଙ୍ଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ଦାନ

mahabharatanews

ମର୍ମନ୍ତୁଦ ଦୁର୍ଘଟଣାରେ ଯୁବକ ଚାରି ଗୁରୁତର

mahabharatanews

ଅଟୋରେ ଆସି ଭୋଟ ଦେଲେ ଭିକେ ପାଣ୍ଡିଆନ

mahabharatanews