ଓଡିଶାରାଜନୀତି

ବିଧାନସଭାରୁ ଆସିଲା ସାଙ୍ଘାତିକ ତଥ୍ୟ

ବିଧାନସଭାରୁ ଆସିଲା ସାଙ୍ଘାତିକ ତଥ୍ୟ । ବିଧାନସଭାରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଲିଖିତ ଉତ୍ତର ।ରାସନ କାର୍ଡ ଧାରୀଙ୍କୁ ଓଜନ ମାପରେ ଠକୁଛନ୍ତି ଡିଲର ।  ୭୫ଟି ରାସନ ଡିଲରଙ୍କ ବିରୁଦ୍ଧରେ ଆକ୍ସନ ନେବା ସହ ସେମାନଙ୍କ ଲାଇସେନ୍ସ ବାତିଲ କରିଛନ୍ତି ସରକାର । ଚଳିତ ଆର୍ଥିକ ବର୍ଷରେ ୩୬୨୪ ମାମଲାର ତଦନ୍ତ କରାଯାଇ ୭୫ଟି ରାସନ ଡିଲରଙ୍କ ଲାଇସେନ୍ସ ବାତିଲ କରାଯିବା ସହ ସେମାନଙ୍କ ବିରୁଦ୍ଧରେ ଦଣ୍ଡାତ୍ମକ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ।

Related posts

ଦାଣ୍ଡମୁକୁନ୍ଦପୁର ଗ୍ରାମ କଣ୍ଟନମେଣ୍ଟ ଜୋନ୍ ଘୋଷଣା

mahabharatanews

କଟକ ମହାନଗର ନିଗମ ଓ ମେୟର ସୁବାଷ ସିଂ ଙ୍କ ଅଧ୍ୟକ୍ଷତାରେ ଡେଙ୍ଗୁ ମୁକାବିଲା ବୈଠକ ଅନୁଷ୍ଠିତ

mahabharatanews

ମୁଖ୍ୟମନ୍ତ୍ରୀଙ୍କ ବଳାଙ୍ଗୀର ଗସ୍ତ

mahabharatanews