ଓଡିଶା

ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା

ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଉପଖଣ୍ଡ ଟାଉନ୍ ହଲ୍ ଠାରେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ହିନ୍ଦୋଳ ଉପଖଣ୍ଡର ସମସ୍ତ ଥାନା ଅଧିକାରୀଙ୍କ ସମେତ ଜିଲ୍ଲା ଅତିରିକ୍ତ ଏସପି ଯୋଗ ଦେଇଥିଲେ।ଦୀର୍ଘଦିନ ଧରି ରାସୋଳ ଥାନାରେ କାର୍ଯ୍ୟରତ ଥିବା ଥାନା ଭାରପ୍ରାପ୍ତ ଅଧିକାରୀ ବିଧୁଭୂଷଣ ମିଶ୍ରଙ୍କ ଅବସର ନେବା ପରେ ତାଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା।

Related posts

ରାଜ୍ୟରେ ଆଜି ୪୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

mahabharatanews

ସ୍ୱର୍ଣ୍ଣ ଓ ରୌପ୍ୟ ପଦକ ବିଜେତାଙ୍କୁ ପୁରସ୍କୃତ କଲେ ମୁଖ୍ୟମନ୍ତ୍ରୀ

mahabharatanews

ରାଜ୍ୟରେ ‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

mahabharatanews