ଓଡିଶା

ଏକଲବ୍ୟ ମଡେଲ ସ୍କୁଲରେ ବାର୍ଷିକ ଉତ୍ସବ

ମୟୂରଭଞ୍ଜ ଜିଲ୍ଲା ଉଦଳା ବ୍ଲକ ଡିମଗଡିଆ ଠାରେ ଥିବା ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ପ୍ରଥମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ବିଶେଷ କରି ଶିକ୍ଷା ସାଙ୍ଗକୁ କ୍ରୀଡା ଓ ବାର୍ଷିକ ଉତ୍ସବ ଛାତ୍ରଛାତ୍ରୀ ମାନଙ୍କର ଶାରୀରିକ ଓ ବୌଦ୍ଧିକ ବିକାଶରେ ସହାୟକ ହୋଇଥାଏ।

ବିଶେଷ କରି ୨୦୨୪ ରେ ଏହି ବିଦ୍ୟାଳୟ ଆରମ୍ଭ ହୋଇଥିବା ବେଳେ ଏ ବର୍ଷ ପ୍ରଥମ ବାର୍ଷିକ ଉତ୍ସବ ହୋଇଥିବାରୁ ସମସ୍ତଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହୋଇଥିଲା। ପରିଶେଷରେ ବାର୍ଷିକ କ୍ରୀଡ଼ାରେ ଅତିଥିଙ୍କ ଦ୍ୱାରା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିବାବେଳେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା।

Related posts

ରାଜ୍ୟରେ ଆଜିଠୁ ପ୍ରବଳ ବର୍ଷା ହୋଇପାରେ

mahabharatanews

ଆଇଟି ବିଭାଗର ଉପଦେଷ୍ଟା ହେଲେ ଅନୁଭବ

mahabharatanews

ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗର ବିକାଶ ପାଇଁ ସରକାର ପ୍ରତିଶୃତିବଦ୍ଧ: ମୁଖ୍ୟମନ୍ତ୍ରୀ

mahabharatanews