ଓଡିଶା

ସମ୍ଭାବ୍ୟ ବାତ୍ୟା ପାଇଁ ଖୋରଧା ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀ ମାନଙ୍କ ଛୁଟି ବାତିଲ କରାଯାଇଛି । ଏଥିସହ ବିନା ଅନୁମତିରେ ସେମାନଙ୍କ ମୁଖ୍ୟାଳୟ ନଛାଡିବା ପାଇଁ ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ଯେଉଁ ଅଧିକାରୀ ଛୁଟି କିମ୍ବା ମୁଖ୍ୟାଳୟ ଛାଡିବା ଅନୁମତି ନେଇଛନ୍ତି ଏହାକୁ ବାତିଲ କରାଯିବା ସହ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏଥି ସହ ଆସନ୍ତା ୫ ଦିନ ଅର୍ଥାତ ଚଳିତ ଅକ୍ଟୋବର ୨୬ ରୁ ୩୧ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି ।

Related posts

ରାଜ୍ୟ ପାଇଁ ବଳିଦାନ ଦେଲେ ଜନଜାତି ୪୦ ପ୍ରତିଶତ

mahabharatanews

ଦୌଡରାଣୀ ଦୂତିଙ୍କୁ ମିଳିଲା ଅର୍ଜୁନ ପୁରସ୍କାର

mahabharatanews

ଆତଙ୍କୀ ଗ୍ରେନେଡ ମାଡ: ୫ ଆହତ

mahabharatanews