ବିଶ୍ୱ

ଟ୍ୱିଟରରେ ବଡ ଧରଣର ପରିବର୍ତ୍ତନ, ନୀଳ ପକ୍ଷୀ ପରିବର୍ତ୍ତେ ଡଗି ହେଲା ଟ୍ୱିଟର ନୂଆ ଲୋଗ

ଟ୍ୱିଟରରେ ବଡ ଧରଣର ପରିବର୍ତ୍ତନ । ଟ୍ୱିଟର ଲୋଗ ବଦଳି ଯାଇ ଏବେ ନୀଳ ପକ୍ଷୀ ପରିବତ୍ତେ ର୍ଡଗିକୁ ନୂଆ ଲୋଗ ଭାବେ ବନାଇଛନ୍ତି ଏଲନ ମସ୍କ । ଏହା ସାହିତ ବ୍ଲୁ ଟିକ ବଦଳରେ ଆସିଲା ୟେଲୋ ଟିକ୍ । ଏବେ ନୀଳ ପକ୍ଷୀ ସ୍ଥାନରେ ୟୁଜର୍ସ ଦେଖିବାକୁ ପାଇଛନ୍ତି ଡଗି । ଗତ ବର୍ଷ ୪୪ ଆରବ ଡଲାରରେ ଟ୍ୱିଟର କିଣିଥିଲେ ଏଲନ ମସ୍କ । ଟ୍ୱିଟର କିଣିବା ପରେ ସିଇଓ ପରାଗ ଅଗ୍ରୱାଲକୁ ବାହାର କରିଦେଇଥିଲେ ମସ୍କ । ଅନେକ କର୍ମଚାରୀଙ୍କୁ ଚାକିରିରୁ ବିଦା ମଧ୍ୟ କରିଥିଲେ । ଭାରତରେ ଟ୍ୱିଟର ପାଇଁ କାମ କରୁଥିବା ୯୦ପ୍ରତିଶତ କର୍ମଚାରୀଙ୍କୁ ଛଟେଇ କରାଯାଇଥିଲା । ଦିଲ୍ଲୀ ଓ ମୁମ୍ବାଇରେ ଅଫିସ ବନ୍ଦ କରିଥିଲା ଟ୍ୱିଟର । କେବଳ ବେଙ୍ଗାଲୁରୁରେ ଚାଲିଛି ଟ୍ୱିଟର ଅଫିସ ।

Related posts

ବାଂଲାଦେଶ ଖେଳାଳିଙ୍କୁ ଆଇପିଏଲ୍‌ରୁ ବାଦ କରିବା ପରେ ଜଳୁଛି ବାଂଲାଦେଶ କ୍ରିକେଟ୍ ବୋର୍ଡ

mahabharatanews

ପଦ ପକ୍କା କଲେ ପ୍ରମୋଦ,ବ୍ରାଜିଲ ଯୋଡିକୁ ପରାସ୍ତ କରି କ୍ୱାର୍ଟର ଫାଇନାଲରେ ପ୍ରମୋଦ

mahabharatanews

ଗୁରୁତର ମସ୍ତିଷ୍କ ରୋଗରେ ପୀଡିତ ଅଛନ୍ତି ଚୀନ୍‌ ରାଷ୍ଟ୍ରପତି

mahabharatanews