ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ବୃନ୍ଦାବନ ପେ ଲେ ସ ଠାରେ ବୃକ୍ଷ ରୋପଣ କାର୍ଯ୍ୟ କର୍ମ ଅନୁଷ୍ଟିତହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମାନ୍ୟବର ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ ଉପସ୍ଥିତ ରହି ବୃକ୍ଷ ରୋପଣ କରିଥିଲେ, ଜିଲ୍ଲା ପାଳ , ଉପ ଜିଲ୍ଲା ପାଳ , ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ପ୍ରଶାସକ , ପୌର ପରିଷଦ ଅଧ୍ୟକ୍ଷାଙ୍କ ସମେତ ଜିଲ୍ଲା ର ପ୍ରସାଶନିକ ଅଧିକାରୀ ଜନସାଧାରଣ ସାମ୍ବାଦିକ ପ୍ରମୁଖ ଉପସ୍ଥିତି ରହି ବୃକ୍ଷ ରୋପଣ କରିଥିଲେ। ଏହି କାର୍ଯ୍ୟ କର୍ମ ରେ ବନ କର୍ମଚାରୀ ଉପସ୍ଥିତ ରହି କାର୍ଯ୍ୟ କର୍ମ କୁ ଶୁ ପରିଚାଳନା କରିଥିଲେ।
previous post
