ଓଡିଶାଦୁର୍ଘଟଣା

କେନାଲକୁ ଗାଧୋଇବାକୁ ଯାଇ ବୁଡିଗଲେ ଯୁବକ…

ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲର ପାତ୍ରବସା ଘାଟକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଯୁବକର ମୃତ୍ୟୁ। ମୃତ ଯୁବକ ହେଲେ ପାତ୍ରବସା ଗ୍ରାମର ୩୫ ବର୍ଷିୟ ଝସକେତନ ନାଏକ। କଲମପୁର ଅଗ୍ନିଶମ ବିଭାଗ କର୍ମଚାରୀ ମୃତ ଦେହ ଉଦ୍ଧାର କରି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ। ଡାକ୍ତର ମୃତ ଘୋଷଣା କରିଥିଲେ। କଲମପୁର ପୁଲିସ ଏକ ଅପମୃତ୍ୟୁ ଜନିତ ମାମଲା ରୁଜୁ କରିବା ସହ ଶବ ଜବତ୍ କରି ବ୍ୟବଚ୍ଛେଦ ପାଇଁ ଜୟପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତରିତ କରାଯାଇଛି।

Related posts

ଦେବସ୍ନାନ ପୂର୍ଣ୍ଣିମା : ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦିବ୍ୟ ଦର୍ଶନ, ୧୦୮ କଳସ ଜଳରେ ହେବ ମହାସ୍ନାନ ନୀତି

mahabharatanews

ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତ ଦେହ

mahabharatanews

ମାର୍ଚ୍ଚ ୨୮ ତାରିଖରୁ ଖୋଲିବ ଅଙ୍ଗନବାଡି କେନ୍ଦ୍ର

mahabharatanews