ଓଡିଶା

ହାଇୱା ଧକ୍କାରେ ସ୍କୁଟି ଚାଳକ ମୃତ

ଭୁବନେଶ୍ୱର: ରାଜଧନୀରେ ଦିନକୁ ଦିନ ବଢିଚାଲିଛି ସଡକ ଦୁର୍ଘଟଣା । ରାଜଧାନୀ ଉପକଣ୍ଠ ଅନ୍ଧାରୁଆରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ସୂଚନା ଅନୁସାରେ, ସ୍କୁଟିକୁ ପଛ ପଟୁ ହାଇୱା ଟ୍ରକ ଧକ୍କା ଦେଇଥିଲା ଯାହାଫଳରେ ଘଟଣାସ୍ଥଳରେ ସ୍କୁଟି ଚାଳକ ମୃତ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଆମ୍ବୁଲାନ୍ସ ଯୋଗେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହାର ଖବର ପାଇ ଘଟଣାସ୍ଥଳରେ ଚନ୍ଦକା ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି । ମୃତକଙ୍କ ପରିଚୟ ମିଳିନଥିବା ସୂଚନା ରହିଛି ।

Related posts

ଜିଲ୍ଲା ବାଲ୍ୟବିବାହ ନିରାକରଣ ଟାସ୍କ ଫୋର୍ସ କମିଟି ବୈଠକ

mahabharatanews

ବୋଲେରୋ ଧକ୍କାରେ ବାଇକ୍ ଆରୋହୀ ମୃତ

mahabharatanews

୭ମ ତମ ଶ୍ରାଦ୍ଧ ବାର୍ଷିକୀରେ ମନେ ପଡ଼ନ୍ତି ମହାନ ଜନନାୟକ ଜାନକୀ

mahabharatanews