ଓଡିଶା

କାରାଗାରରେ କଏଦୀ ମୃତ ଦେହ ଠାବ   

(ସମ୍ବଲପୁର) : କଏଦୀ କଲା ଆତ୍ମହତ୍ୟା । ସମ୍ବଲପୁର ସର୍କଲ ଜେଲରେ ଏକ ଅଭାବନୀୟ ଘଟଣା ଘଟିଥିବାର ଖବର ମିଳିଛି। ଏଠାରେ ଜଣେ କଏଦୀ ବେକରେ ଗାମୁଛା ଦେଇ ଆତ୍ମହତ୍ୟା କରିଥିବା ଜଣାପଡିଛି । ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

ସୂଚନାନୁଯାୟୀ , ମୃତକ ହେଲେ ସଦର ଥାନା ସିନ୍ଦୂରପଙ୍କ ଅଞ୍ଚଳର ଧରଣୀଧର ମହାନନ୍ଦ(୩୫)  । ସେ ଗତକାଲି ଏକ ପାରିବାରିକ କଳହ ମାମଲାରେ ଅଭିଯୁକ୍ତ ସାବ୍ୟସ୍ତ ହେବା ପରେ ଜେଲକୁ ଆସିଥିଲେ। ଆଜି ‌ବଡ଼ି ଭୋରୁ ସେ ପ୍ରାଣ ହରାଇଥିବା ଜଣାଯାଇଛି।

Related posts

ଲୋକାର୍ପିତ ହେଲା ବହୁପ୍ରତୀକ୍ଷିତ ନେତାଜୀ ବସ୍ ଟର୍ମିନାଲ୍ 

mahabharatanews

ନବଜାତକ ଶିଶୁପୁତ୍ରର ମୃତଦେହ ଉଦ୍ଧାର

mahabharatanews

ରାଜ୍ୟରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଚାଲୁ ରହିଛି; ସ୍ୱାସ୍ଥ୍ୟ ବିଭାଗ

mahabharatanews