ଓଡିଶା

ରାଜ୍ୟରେ ମଧ୍ୟମଧରଣ ବର୍ଷା ସମ୍ଭାବନା 

(ଭୁବନେଶ୍ୱର) :  ମୌସୁମୀ ପ୍ରଭାବରେ ଆଗାମୀ ଦୁଇ ଦିନ ଓଡ଼ିଶାର ଅଳ୍ପ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ  ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମଧରଣ ବର୍ଷା ହେବ। ମାତ୍ର ୨୬ରୁ ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରାୟତଃ ଶୁଖିଲା ପାଗ ରହିବ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଅନୁଗୁଳ, ବଲାଙ୍ଗୀର,  ସୁବର୍ଣ୍ଣପୁର, ବୌଦ୍ଧ, କଟକ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଏବଂ ବାକି ଜିଲ୍ଲାଗୁଡ଼ିକରେ ଘଡ଼ଘଡ଼ି ବିଜୁଳି ସହ ହାଲୁକା ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

Related posts

ବନ୍ଦ ହେଲା ଆଉ ୪ଟି ଗେଟ, ୧୦ଟି ଗେଟ୍‌ ଦେଇ ଚାଲିଛି ଜଳ ନିଷ୍କାସନ 

mahabharatanews

ସପ୍ତାହାନ୍ତରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

mahabharatanews

ଏନ୍‌ଏସି ଗଠନ ଦାବି; ୧୨ଘଣ୍ଟିଆ ବନ୍ଦ ପାଳନ

mahabharatanews