ଓଡିଶା

ହାଇକୋର୍ଟରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ: ଡିସେମ୍ବର ପର୍ଯ୍ୟନ୍ତ ସ୍ଲଟ ନଥିବାରୁ ହାଇକୋର୍ଟଙ୍କ ଦୃଷ୍ଟି ଆକର୍ଷଣ

କଟକ: ହାଇକୋର୍ଟରେ ହାଇ ସିକ୍ୟୁରିଟ ନମ୍ବର ପ୍ଲେଟ ମାମଲା। ଡିସେମ୍ବର ପର୍ଯ୍ୟନ୍ତ ସ୍ଲଟ ନଥିବା ହାଇକୋର୍ଟଙ୍କ ଦୃଷ୍ଟି ଆକର୍ଷଣ। ରାଜ୍ୟ ସଡକ ପରିବହନ ବିଭାଗକୁ ସତ୍ୟପାଠ ଦାଖଲ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଡିସେମ୍ବର ଶେଷ ଯାଏ ସ୍ଲଟ ଉପଲବ୍ଧ ଅଛି କି ନାହିଁ ତା ଉପରେ ରିପୋର୍ଟ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏସବୁ ଉପରେ ସତ୍ୟପାଠ ଦାଖଲ କରିବାକୁ କୁହାଯାଇଛି । ତେବେ ଆସନ୍ତା ଅକ୍ଟୋବର ୩୧ ମାମଲାର ପରବର୍ତି ଶୁଣାଣି ହେବ ବୋଲି କୋର୍ଟ ତାରିଖ ଧାର୍ଯ୍ୟ କରିଛନ୍ତି । ସେଦିନ ନମ୍ବର ଶେଷରେ ୧,୨,୩,୪ ଥିଲେ ଶେଷ ହେଉଛି ଏଚଏସଆରପି ଲଗାଇବାର ଅବଧି। ଅକ୍ଟୋବର ୩୧ ପୂର୍ବାହ୍ନ ସାଢେ଼ ୧୦ ରେ ମାମଲାର ପରବର୍ତ୍ତୀ ଶୁଣାଣି।

Related posts

ଜିଲ୍ଲା ଓକିଲ ସଙ୍ଘ ନିର୍ବାଚନ ଘୁଁଚିଲା

mahabharatanews

ଦୁଇ ପୃଥକ ଦୁର୍ଘଟଣାରେ ୨ ବାଇକ ଆରୋହୀ ମୃତ

mahabharatanews

କମିଟି ଆଧାରରେ ନିଷ୍ପତିକୁ କାର୍ଯ୍ୟକାରୀ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

mahabharatanews