ଓଡିଶା

ଲୋୟର ପିଏମଜିରେ ବସ ମାଲିକ ସଂଘ 

(ଭୁବନେଶ୍ୱର) : ରାଜ୍ୟ ସରକାରଙ୍କର ଲକ୍ଷ୍ମୀ ଯୋଜନା ଓ ମୋ ବସ ଚଳାଚଳର ପ୍ରକ୍ରିୟା ବିରୋଧରେ ରାଜ୍ୟ ଘରୋଇ ବସ ମାଲିକ ସଂଘ ଭୁବନେଶ୍ୱର ଲୋୟର ପିଏମଜିରେ ଏକାଠି ହୋଇଛନ୍ତି । ରାଜ୍ୟ ସରକାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଧାରଣାରେ ବସିଛନ୍ତି ବସ ମାଲିକ। ସରକାର ନ ଶୁଣିଲେ ଡିସେମ୍ବର ୧ ତାରିଖରେ ବସ ଧର୍ମଘଟ ପାଇଁ ସଂଘ ଚେତାବନୀ ଦେଇଛି।

ସୂଚନାଯୋଗ୍ୟ, କଳାହାଣ୍ଡି ଜିଲ୍ଲା ଭବାନୀପାଟଣାରେ ଅଭିଯୋଗ କରାଯାଇଛି ଯେ ମୋ ବସ ଚଳାଚଳ କ୍ଷେତ୍ରରେ କୌଣସି ନୀତି ନିୟମ କାର୍ଯ୍ୟକାରୀ ହେଉନାହିଁ। କେବଳ ସହରାଞ୍ଚଳରେ ଚାଲିବାକୁ ଥିବାରୁ ତାହା ଅନ୍ୟାନ୍ୟ ରୁଟ୍‌ରେ ଚଳାଚଳ କରିବାରୁ ଘରୋଇ ସଂସ୍ଥା ଗୁଡିକ ଅନେକ କ୍ଷତି ସହୁଥିବା ଅଭିଯୋଗ କରିଛନ୍ତି।

Related posts

ଗାଁରେ ଟେଲିଫୋନ ଟାୱାର ନିର୍ମାଣ ନିଷ୍ପତ୍ତି

mahabharatanews

ଛତିଶଗଡ଼ ସୀମା ଏମ୍ ଭି-୭୯ ଜିନ୍ଦଲଗୁଡ଼ା ନିକଟରେ ସୁରକ୍ଷାକର୍ମୀ ଓ ନକ୍ସଲ ମୁହାଁମୁହିଁଁ

mahabharatanews

ବସ୍, ରେଳ ଷ୍ଟେସନ, ଦୋକାନ ପୋଡିଲେ ଆନ୍ଦୋଳନକାରୀ

mahabharatanews