ଓଡିଶା

ବିଧାନସଭାର ଶୀତକାଳୀନ ଅଧିବେଶନ ପାଇଁ ୨୫ରେ ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ବର: ଆସନ୍ତା ୨୬ ତାରିଖରେ ଓଡିଶା ବିଧାନସଭାର ଶୀତକାଳୀନ ଅଧିବେଶନ ଅନୁଷ୍ଠିତ ହେବ। ଏ ନେଇ ଆସନ୍ତା ୨୫ ତାରିଖରେ ବସିବ ସର୍ବଦଳୀୟ ବୈଠକ । ପୂର୍ବାହ୍ନ ସାଢେ ୧୦ : ୩୦ ଟାରେ ବସିବ ଏହି ସର୍ବଦଳୀୟ ବୈଠକ। ବିଧି ଅନୁସାରେ ସମସ୍ତ କାର୍ଯ୍ୟ ସମ୍ପାଦନ ହେବ ବୋଲି ବାଚସ୍ପତି ସୁରମା ପାଢ଼ୀ କହିଛନ୍ତି ।

Related posts

ସୋମବାର ଭୁବନେଶ୍ୱରରେ ପହଞ୍ଚିଲେ କେନ୍ଦ୍ରୀୟ ଟିମ୍

mahabharatanews

ଖୋଲିଲା ଆଉ ୪ଟି ଗେଟ 

mahabharatanews

ମୋଦିଙ୍କୁ ନବୀନଙ୍କ ପ୍ରଶ୍ନ

mahabharatanews