ଓଡିଶାଭାରତ

୧୭ ଯାଏଁ ଖୋଲିବ ଅମୃତ ଉଦ୍ୟାନ

(ଦିଲ୍ଲୀ) :  ଅଗଷ୍ଟ ୧୬ ତାରିଖରୁ ସେପ୍ଟେମ୍ବର ୧୭ ତାରିଖ ପର୍ଯ୍ୟନ୍ତ ଅର୍ଥାତ୍ ଏକ ମାସ ଧରି ରାଷ୍ଟ୍ରିପତି ଭବନର ଅମୃତ ଉଦ୍ୟାନ ସର୍ବସାଧାରଣଙ୍କ ପାଇଁ ଖୋଲାଯାଇଛି । ସକାଳ ୧୦ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଅମୃତ ଉଦ୍ୟାନ ସର୍ବସାଧାରଣଙ୍କ ପାଇଁ ଖୋଲାରହିଥିବା ବେଳେ ଅଗଷ୍ଟ ୧୫ରେ ଉଦ୍ୟାନ ଉତ୍ସବ-୨ କୁ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ବିଧିବଦ୍ଧ ଭାବେ ଉଦଘାଟନ କରିଥିଲେ  ।

ସୂଚନାନୁଯାୟୀ ,  ଅଗଷ୍ଟ ୭ ତାରିଖରୁ ଅନଲାଇନ ବୁକିଂ ଆରମ୍ଭ ହୋଇଯାଇଛି । ସେହିପରି ସେପ୍ଚେମ୍ବର ୫ ତାରିଖ ଶିକ୍ଷକ ଦିବସ ଅବସରରେ କେବଳ ଶିକ୍ଷକମାନଙ୍କ ପାଇଁ ରାଷ୍ଟ୍ରିପତି ଭବନର ଅମୃତ ଉଦ୍ୟାନ ଖିଲାଯାଇଥିବା ନେଇ ସୂଚନା ରହିଛି । ଆପଣଙ୍କୁ ଜଣାଇବା ପାଇଁ ଚାହିଁବୁ ଯେ, ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଷ୍ଟ୍ରପତି ଭବନ ସର୍ବସାଧାରଣଙ୍କ ପାଇଁ ବର୍ଷକୁ ଦୁଇ ଥର ଖୋଲାଯିବ ।

Related posts

ଶିକ୍ଷକଙ୍କ ବଦଳି ପ୍ରତିବାଦ କରି ସ୍କୁଲ୍ ଛାତ୍ରଛାତ୍ରୀଙ୍କ ଧାରଣା

mahabharatanews

ଭାଙ୍ଗିଲା ଶ୍ରଦ୍ଧା କପୁରଙ୍କ ଗୋଡ଼

mahabharatanews

ଆରମ୍ଭ ହେଲା ଶ୍ରୀମନ୍ଦିର ସୌନ୍ଦର୍ଯ୍ୟକରଣ ପ୍ରକ୍ରିୟା

mahabharatanews