ଭାରତ

ଏଣିକି ବର୍ଷକୁ ଦୁଇ ଥର ଖୋଲିବ ରାଷ୍ଟ୍ରପତି ଭବନ

(ଦିଲ୍ଲୀ) :  ଅଗଷ୍ଟ ୧୬ ତାରିଖରୁ ସେପ୍ଟେମ୍ବର ୧୭ ତାରିଖ ପର୍ଯ୍ୟନ୍ତ ଅର୍ଥାତ୍ ଏକ ମାସ ଧରି ରାଷ୍ଟ୍ରିପତି ଭବନର ଅମୃତ ଉଦ୍ୟାନ ସର୍ବସାଧାରଣଙ୍କ ପାଇଁ ଖୋଲାଯାଇଛି । ସକାଳ ୧୦ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଅମୃତ ଉଦ୍ୟାନ ସର୍ବସାଧାରଣଙ୍କ ପାଇଁ ଖୋଲାରହିଥିବା ବେଳେ ଅଗଷ୍ଟ ୧୫ରେ ଉଦ୍ୟାନ ଉତ୍ସବ-୨ କୁ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ବିଧିବଦ୍ଧ ଭାବେ ଉଦଘାଟନ କରିଥିଲେ  । ଆପଣଙ୍କୁ ଜଣାଇବା ପାଇଁ ଚାହିଁବୁ ଯେ, ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଷ୍ଟ୍ରପତି ଭବନ ସର୍ବସାଧାରଣଙ୍କ ପାଇଁ ବର୍ଷକୁ ଦୁଇ ଥର ଖୋଲାଯିବ ।

ସୂଚନାନୁଯାୟୀ ,  ଅଗଷ୍ଟ ୭ ତାରିଖରୁ ଅନଲାଇନ ବୁକିଂ ଆରମ୍ଭ ହୋଇଯାଇଛି । ସେହିପରି ସେପ୍ଚେମ୍ବର ୫ ତାରିଖ ଶିକ୍ଷକ ଦିବସ ଅବସରରେ କେବଳ ଶିକ୍ଷକମାନଙ୍କ ପାଇଁ ରାଷ୍ଟ୍ରିପତି ଭବନର ଅମୃତ ଉଦ୍ୟାନ ଖିଲାଯାଇଥିବା ନେଇ ସୂଚନା ରହିଛି ।

Related posts

 ‘ଅପରେସନ୍‌ ଅଜୟ’ ; ଦ୍ବିତୀୟ ବ୍ୟାଚ୍‌ରେ ୨୩୫ ଭାରତୀୟ

mahabharatanews

ବକ୍ସ ଅଫିସରେ ରେକର୍ଡ କରୁଛି କାଶ୍ମୀର ଫାଇଲ୍ସ,

mahabharatanews

୩୬ ଘଣ୍ଟାରେ ପାକିସ୍ତାନର ମାକରନ ଉପକୂଳ ଛୁଇଁବ ଶାହିନ

mahabharatanews