ଓଡିଶା

ସକାଳ ୭ଟାରୁ ୧୦ ପର୍ଯ୍ୟନ୍ତ ଖୋଲା ରହିବ ଅଙ୍ଗନୱାଡି କେନ୍ଦ୍ର

ଭୁବନେଶ୍ୱର: ଖୋଲାରହିବ ଅଙ୍ଗନୱାଡି କେନ୍ଦ୍ର । ଗ୍ରୀଷ୍ମ ପ୍ରବାହ ହେତୁ ସାରା ରାଜ୍ୟରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଥବବା ବେଳେ ଖୋଲା ରହିବ ଅଙ୍ଗନୱାଡି କେନ୍ଦ୍ର । ଏ ନେଇ ମହିଳା ଓ ଶିଶୁ ବିକାଶ ବିଭାଗ ତରଫରୁ ନିର୍ଦ୍ଦେଶନାମା ଜାରିକରାଯାଇଚି । ସୂଚନା ଅନୁସାରେ ରାଜ୍ୟର ସମସ୍ତ ଅଙ୍ଗନୱାଡି କେନ୍ଦ୍ର ସକାଳ ୭ଟାରୁ ୧୦ ପର୍ଯ୍ୟନ୍ତ ଖୋଲା ରହିବ ।

Related posts

ମାଓବାଦୀଙ୍କ ସହ ଲଢ଼େଇ କରି ବାପାଙ୍କୁ ନୂଆ ଜୀବନ ଦେଲା ଝିଅ

mahabharatanews

ବଦଳିଛି ସହର, ବଦଳିଛି ପରିବେଶ । ୭୫ ବର୍ଷରେ ପାଦ ଥାପିଛି ଏକାମ୍ରକ୍ଷେତ୍ର ।

mahabharatanews

ସରିଲା ଆଲୋଚନା ; ଆଜିଠୁ ଖୋଲିବ ୟୁନିଟ୍‌-୧ ମାର୍କେଟ୍‌ 

mahabharatanews