ଓଡିଶା

ପୁଣି ରାଜଧାନୀରେ ବଙ୍ଗୀୟ ମହିଳାଙ୍କୁ ଦୁ** ଉଦ୍ୟମ

ପୁଣି ରାଜଧାନୀରେ ବଙ୍ଗୀୟ ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ । ରାଜଧାନୀର ଏକ ହୋଟେଲରେ ଦୁଷ୍କର୍ମ ଉଦ୍ୟମ କରି ଗିରଫ ହେଲା ଅଭିଯୁକ୍ତ । ଅଭିଯୁକ୍ତ ଜଣଙ୍କ ହେଉଛି ଜୟନ୍ତ କୁମାର ନାୟକ । ଘର ବାଲେଶ୍ଵର ସୋର ଥାନା ଅନ୍ତର୍ଗତ ଶିରପୁର । କଲିକତା ଗିରିଶ ପାର୍କ ଅଞ୍ଚଳର ପୀଡିତା ୪ ମାସ ହେବ ତାଙ୍କ ସ୍ୱାମୀଙ୍କ ସହ ଭରତପୁର ଜିଏ କଲୋନୀର ଏକ ହୋଟେଲରେ ରହୁଥିଲେ। ସ୍ୱାମୀ ବାହାରକୁ ଯାଇଥିବା ବେଳେ ପୀଡିତାଙ୍କ ବିଶ୍ୱାସ ଜନ୍ମାଇ ରୁମ ଭିତରେ ପଶିଥିଲେ ଅଭିଯୁକ୍ତ । ଏହାପରେ ଜୋର ଜବରଦସ୍ତ ଟଣା ଓଟରା କରିବା ସହ ଦୁଷ୍କର୍ମ ଉଦ୍ୟମ କରିଥିଲେ । ଏ ନେଇ ଭରତପୁର ଥାନାରେ ଅଭିଯୋଗ ପରେ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ ।

Related posts

ଗଣତନ୍ତ୍ର ମନ୍ଦିର ସମ୍ମୁଖରେ ଆତ୍ମଦାହ ଉଦ୍ୟମ ଅପରାଧ: ଡିସିପି

mahabharatanews

ବିପର୍ଯ୍ୟୟ ପରିଚାଳନାକୁ ମଜବୁତ୍‌ କରିବାକୁ  ୨ ହଜାର କୋଟି 

mahabharatanews

ହୋମଗାର୍ଡ ହତ୍ୟା ଘଟଣା ମାମଲାରେ ୩୬ ଗିରଫ

mahabharatanews