ଓଡିଶାଭାରତରାଜନୀତି

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଅପରାଜିତା

ଭୁବନେଶ୍ୱର: ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସୌଜନ୍ୟମୂଳକ ଭାବେ ଭେଟିଛନ୍ତି। ପ୍ରଥମେ ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ନିଜର ବାର୍ଷିକ ରିପୋର୍ଟ କାର୍ଡ ପ୍ରଦାନ କରିଥିଲେ। ଭୁବନେଶ୍ୱର ଲାଗି ଟାଟା ମେମୋରିଆଲ କ୍ୟାନସର ହସ୍ପିଟାଲକୁ ଅନୁମତି ଦେଇଥିବାରୁ ଧନ୍ୟବାଦ ଅର୍ପଣ କରିଥିଲେ। ଏହାଛଡା ରାଜ୍ୟରେ ୩୭୫ ଆୟୁଷୀ କେନ୍ଦ୍ର ବିଷୟରେ ମଧ୍ୟ ଆଲୋଚନା କରିଥିଲେ।

Related posts

ନିର୍ବାଚନ ଆସିଲେ ସରକାରଙ୍କ ଘାଷଣା ରାଜନୀତି

mahabharatanews

ରାସ୍ତା କଡରୁ ଟିଫିନ ବୋମା ଜବତ

mahabharatanews

ଜନ୍ମ ନେଲେ ଭଗବାନ ଶ୍ରୀକୃଷ୍ଣ 

mahabharatanews