ଓଡିଶା

୨୯ରୁ ଯୁକ୍ତ ଦୁଇରେ ନାମଲେଖା

(ଭୁବନେଶ୍ୱର) :  ମେ ୨୯ ତାରିଖରୁ ଯୁକ୍ତ ଦୁଇରେ ନାମଲେଖା ଲାଗି ଆବେଦନ ଆରମ୍ଭ ହେବ। ଏନେଇ ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବିଧିବଦ୍ଧଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି।

ସୂଚନାନୁଯାୟୀ , ଏଥିରେ କୁହାଯାଇଛି ଯେ ଯୁକ୍ତ ଦୁଇରେ ନାମଲେଖା ଲାଗି ଆବେଦନର ଶେଷ ତାରିଖ ଜୁନ୍ ୨୦। ଏସଏଏମଏସ୍ ପୋର୍ଟାଲ ଜରିଆରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। ଜୁନ ୨୮ ତାରିଖରେ ପ୍ରଥମ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ। ଜୁଲାଇ ୨୯ ତାରିଖରୁ ଯୁକ୍ତ ଦୁଇ ଛାତ୍ରଛାତ୍ରୀମାନଙ୍କର କ୍ଲାସ୍ ଆରମ୍ଭ ହେବ।

Related posts

କର୍ଣ୍ଣାଟକ ଛୁଇଁଲା ମୌସୁମୀ: ୧୦ରେ ପହଞ୍ଚିବ ଓଡିଶା

mahabharatanews

ସ୍କୁଟି- ହାଇବା ଧକ୍କା, ଜଣ ମହିଳାଙ୍କ ମୃତ୍ୟୁ,ପୁତୁରା ଗୁରୁତର

mahabharatanews

ରେଙ୍ଗାଲି ଠାରେ ବିଶ୍ୱହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ପକ୍ଷରୁ ଗଣଦୌଡ଼

mahabharatanews